କଣିହାଁ ପବିତ୍ର ମୋହନ ସରକାରୀ ଉଚ୍ଚ ବିଦ୍ୟାଳୟ

କଣିହାଁ ପବିତ୍ର ମୋହନ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ନୂତନ ସଂସ୍କୃତିକ ମଣ୍ଡପର ଭୂମି ପୂଜନ ଉତ୍ସବରେ ମୁଖ୍ୟ ଅତିଥି ଯୋଗଦେବା ସହ ଆଗାମୀ ଦିନରେ ପବିତ୍ର ମୋହନ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ହେବାକୁ ଯାଉଥିବା ପ୍ଲାଟିନମ ଜୁବୁଲି ପାଳନ ଉତ୍ସବର ପ୍ରସ୍ତୁତି ବୈଠକରେ ଯୋଗଦେଥିଲି ।। ଉକ୍ତ କାର୍ଯ୍ୟକ୍ରମରେ କଣିହାଁ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ରାମକୃଷ୍ଣ ପ୍ରଧାନ, ଉପାଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପ୍ରଧାନ, ୦୯ ନଂ ଜୋନର ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ରଞ୍ଜନ ସାହୁ, ସମସ୍ତ ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ୦୯ ନଂ ଜୋନ କାର୍ଯ୍ୟକାରୀ ସଭାପତି ଶ୍ରୀଯୁକ୍ତ ସୁନିଲ ପ୍ରଧାନ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ଲାଟିନମ ଜୁବୁଲି ପାଳନ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ..

Talcher Khabar
Author: Talcher Khabar

Leave a Comment

और पढ़ें

best news portal development company in india

Cricket Live Score

Rashifal

और पढ़ें