
*ମହାନ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ଆନ୍ଦୋଳନର କର୍ଣ୍ଣଧାର ତଥା ଓଡ଼ିଶାର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ପବିତ୍ର ମୋହନ ପ୍ରଧାନଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଳଚେର ବାଇପାସ୍ ଅନ୍ତର୍ଗତ ପବିତ୍ର ମୋହନ ଛକ ଠାରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ମାନ୍ୟବର ବିଧାୟକ ତାଳଚେର ଶ୍ରୀ ବ୍ରଜକିଶୋର ପ୍ରଧାନ। ପ୍ରଜାମଣ୍ଡଳ ଆନ୍ଦୋଳନରେ ତାଙ୍କର ଦୃଢ଼ ନେତୃତ୍ୱ ଓ ସାଧାରଣ ଲୋକଙ୍କ ସ୍ଵାର୍ଥ ରକ୍ଷା ପାଇଁ ତାଙ୍କର ନିରନ୍ତର ସଂଗ୍ରାମ ଓ ଗଭୀର ଦେଶପ୍ରେମ ସର୍ବଦା ସ୍ମରଣୀୟ ହୋଇ ରହିବ ।।*
ତାଳଚେର ରୁ ପ୍ରଦିପ କୁମାର ମହାରଣା ଙ୍କ ରିପୋର୍ଟ୍ ତାଳଚେର ଖବର। (୯୪୩୯୮୧୬୪୬୪)


