୭୫ତମ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ।

ଆଜି ତାଳଚେର ପୌରପରିଷଦ ଠାରେ ୭୫ତମ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ଜାତୀୟ ପତାକା ଉତ୍ତୋଳନ କରି ସ୍ୱାୟତ୍ତ ଶାସନ ଦିବସ ପାଳନ କରଯାଇଥିଲା।।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତାଳଚେର ବିଧାୟକ ଶ୍ରୀ ବ୍ରଜ କିଶୋର ପ୍ରଧାନ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ପରିପେଖିରେ ପୌରପରିଷଦର ନଗରପାଳ ଶ୍ରୀଯୁକ୍ତ ପବିତ୍ର ଭୂତିଆ, ସମସ୍ତ ୱାର୍ଡ଼ର କାଉନସିଲର, ତାଳଚେର କାର୍ଯ୍ୟନିର୍ବାହୀ ଅଧିକାରୀ ଓ କାର୍ଯ୍ୟଳୟର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ ।।

Talcher Khabar
Author: Talcher Khabar

Leave a Comment

और पढ़ें

best news portal development company in india

Cricket Live Score

Rashifal

और पढ़ें