କିଛି ମାସ ପୂର୍ବେ କୋରାପୁଟ ଗସ୍ତ ସମୟରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କଫି ଗାର୍ଡେନ୍ ପରିଦର୍ଶନ କରିବା ସହ ଚାଷରେ ନିୟୋଜିତ ଅଧିକାରୀ ଏବଂ ଚାଷୀମାନଙ୍କ ସହ ଆଲୋଚନା କରିଥିଲେ। ବିଶ୍ୱ ବଜାରରେ କୋରାପୁଟ କଫିର ଚାହିଦା ବଢୁଛି ଏବଂ ବର୍ତ୍ତମାନ ଏହା ଏକ ଲାଭଦାୟକ ଚାଷରେ ପରିଣତ ହୋଇଛି । ବିଶ୍ୱରେ ‘ବ୍ରାଣ୍ଡ୍ କୋରାପୁଟ୍’ର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ଆମେ ସମସ୍ତେ ମିଶି ଏହି ଉତ୍କୃଷ୍ଟ କଫିର ଉତ୍ପାଦନ ବୃଦ୍ଧି ଦିଗରେ ସାମୂହିକ ପ୍ରୟାସ କରିବା ଉଚିତ୍ ।
#KoraputCoffee
#Odisha
ତାଳଚେର ରୁ ପ୍ରଦିପ କୁମାର ମହାରଣା ଙ୍କ ରିପୋର୍ଟ୍ ତାଳଚେର ଖବର। (୯୪୩୯୮୧୬୪୬୪)



